ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିର ଦର୍ଶନ କରିବେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିର ଦର୍ଶନ କରିବେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭେଟିଦେବେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ।

Share this…
Share on Facebook

Facebook