କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ।

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ । ଦୁଇଟି ବଗିରେ ଲାଗିଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଚଳାଇଛି ଉଦ୍ୟମ । ସୋର ରେଳ ଷ୍ଟେସନ ୧ ନଂ ପ୍ଲଟଫର୍ମରେ ଟ୍ରେନ୍ ଠିଆ ହୋଇରହିଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ଟ୍ରେନ ଟି ପାରାଦିପ ରୁ ହଳଦିଆ ଅଭିମୁଖେ ଯାଉଥିବା ବେଳେ ଟ୍ରେନ ୨ ନମ୍ବର ବଗିରେ ନିଆଁ ଲାଗିଥିବା ଟ୍ରେନ୍ ର ପଛରେ ଗାର୍ଡ ଦେଖିବାକୁ ପାଇଥିଲେ । ସୋର ରେଲୱେ ଷ୍ଟେସନ୍ ମାଷ୍ଟର୍ ଙ୍କୁ ଜଣାଇବା ପରେ ଷ୍ଟେସନ୍ ମାଷ୍ଟର ସୋର ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ର ୨ ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି

Share this…
Share on Facebook

Facebook