IAS ସ୍ତରରେ ଅଦଳବଦଳ…

#IAS_ସ୍ତରରେ_ଅଦଳବଦଳ
•IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
•ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ହେଲେ ଜଳ ସଂପଦ ଯୁଗ୍ମ ସଚିବ •ସ୍ୱଧା ଦେବସିଂ ହେଲେ ରାୟଗଡ଼ା ଜିଲ୍ଲାପାଳ
•ସରୋଜ କୁମାର ମିଶ୍ର ହେଲେ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ
•ଅନନ୍ୟା ଦାସ ହେଲେ ସମ୍ବଲପୁର ଜିଲ୍ଲାପାଳ
•ଦିବ୍ୟଜ୍ୟୋତି ପରିଡ଼ା ହେଲେ ଗଂଜାମ ଜିଲ୍ଲାପାଳ
•ସିଦ୍ଧେଶ୍ୱର ବଳିରାମ ବୋନ୍ଦର ହେଲେ ଭଦ୍ରକ ଜିଲ୍ଲାପାଳ
•ତ୍ରିଲୋଚନ ମାଝୀ ହେଲେ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ * •ନିଖିଲ ପବନ କଲ୍ୟାଣ ହେଲେ କଟକ ମହାନଗର କମିଶନର*
•ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ୱର ମହାନଗର କମିଶନର
•ମଧୁସ୍ମିତା ସାହୁ ହେଲେ ରାଜସ୍ୱ ବିଭାଗ ଯୁଗ୍ମ ସଚିବ
•ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ•କନ୍ଧମାଳ ଜିଲ୍ଲାପାଳ ବୃନ୍ଦା ଡି. ହେଲେ OSMCL ଏମ୍‌ଡି
•ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ
•କେ. ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ଖୋର୍ଦ୍ଧା ଜିଲ୍ଲାପାଳ

Share this…
Share on Facebook

Facebook