ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀ ଏନଡିଏ ର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ

ଓଡ଼ିଶାର ମହାଭାରତୀୟ ସ୍ପର୍ଦ୍ଧା ଓ ସ୍ୱାଭିମାନ ଓଡିଶା ମନ୍ତ୍ରୀସଭାର ପ୍ରାକ୍ତନ ମନ୍ତ୍ରୀ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀll

‘ନାରୀ ଶକ୍ତିକୁ ସଲାମ’
ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀ ଏନଡିଏ ର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ।
ଏହା ଏକ ଐତିହାସିକ ନିଷ୍ପତ୍ତି ଯେ ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଜୀଙ୍କ କାର୍ଯ୍ୟକାଳରେ ପ୍ରଥମ ଥର ପାଇଁ ଜଣେ ଆଦିବାସୀ ମହିଳା ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ।

Share this…
Share on Facebook

Facebook